Joshua 2:16 — Compare Translations

5 translations compared side by side

Odia - 1840
"ତା'ପରେ ସେ ସ୍ତ୍ରୀଲୋକଟି କହିଲା, ପର୍ବତମଯ ଦେଶ ମଧ୍ଯକକ୍ସ୍ଟ ୟାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକକ୍ସ୍ଟ ସକ୍ଷମ ହବେେ ନାହିଁ। ସଠାେରେ ତିନିଦିନ ଲକ୍ସ୍ଟଚିରକ୍ସ୍ଟହ, ଯେତବେେଳେ ରାଜାଙ୍କର ଲୋକମାନେ ଫରେି ଆସିବେ ତୁମ୍ଭମାନେେ ତକ୍ସ୍ଟମ୍ଭ ବାଟରେ ଗ୍ଭଲିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।