Joshua 2:17 — Compare Translations
5 translations compared side by side
Odia - 1840
"ସମାନେେ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଆମ୍ଭେ ତୁମ୍ଭକୁ କଥା ଦଇେଛକ୍ସ୍ଟ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରକ୍ସ୍ଟ ମକ୍ସ୍ଟକ୍ତ ହାଇେ ପାରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସ୍ତ୍ରୀଲୋକଟିକୁ କହିଲେ, “ଆମ୍ଭେ ତୁମ୍ଭକୁ କଥା ଦେଇଛୁ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରୁ ମୁକ୍ତ ହୋଇ ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଲୋକମାନେ ତାହାକୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।