Joshua 2:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେଉଁ ଝରକା ଦଇେ ଆମ୍ଭମାନଙ୍କ ରକ୍ଷା କରିଛ, ଆମ୍ଭମାନେେ ଏ ଦେଶକକ୍ସ୍ଟ ଆସିବା ବେଳେ ତୁମ୍ଭେ ସହେି ଝରକା ରେ ସହେି ନାଲିଧଡି ଫିତା ବାନ୍ଧି ରଖିଥିବ। ପକ୍ସ୍ଟଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କକ୍ସ୍ଟ ତୁମ୍ଭର ନିକଟରେ ଏକତ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।