Joshua 2:19 — Compare Translations
5 translations compared side by side
Odia - 1840
"ଆମ୍ଭେ ସମସ୍ତଙ୍କକ୍ସ୍ଟ ସକ୍ସ୍ଟରକ୍ଷା ଦବେକ୍ସ୍ଟ, ଯେଉଁମାନେ କି ତକ୍ସ୍ଟମ୍ଭ ନିକଟରେ ଥିବେ। ଯଦି ତୁମ୍ଭେ ସ୍ବଗୃହ ରେ କହେି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାଯୀ ରହିବକ୍ସ୍ଟ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକକ୍ସ୍ଟକ୍ସ୍ଟ ୟାଏ, ତାକକ୍ସ୍ଟ ହକ୍ସ୍ଟଏତ ହତ୍ଯା କରାୟିବ। ଆମ୍ଭମାନେେ ସେ ଲୋକର ମୃତକ୍ସ୍ଟ୍ଯ ପାଇଁ ଦାଯୀ ହବେକ୍ସ୍ଟ ନାହିଁ। ଏହା ତା'ର ନିଜର ଭକ୍ସ୍ଟଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେକେହି ତୁମ୍ଭ ଗୃହ-ଦ୍ଵାରରୁ ବାହାରି ଦାଣ୍ତକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯେବେ କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତଙ୍କୁ ସୁରକ୍ଷା ଦେବୁ, ଯେଉଁମାନେ କି ତୁମ୍ଭ ନିକଟରେ ଥିବେ। ଯଦି ତୁମ୍ଭ ସ୍ୱଗୃହରେ କେହି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାୟୀ ରହିବୁ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକୁ ଯାଏ, ତାକୁ ହୁଏତ ହତ୍ୟା କରାଯିବ। ଆମ୍ଭେମାନେ ସେ ଲୋକର ମୃତ୍ୟୁ ପାଇଁ ଦାୟୀ ହେବୁ ନାହିଁ। ଏହା ତା’ର ନିଜର ଭୁଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେକେହି ତୁମ୍ଭ ଗୃହଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେକେହି ତୁମ୍ଭ ଗୃହ ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।