Joshua 2:20 — Compare Translations

5 translations compared side by side

Odia - 1840
"ଏହି ଚକ୍ସ୍ଟକ୍ତି ଆମ୍ଭେ ତକ୍ସ୍ଟମ୍ଭ ସହିତ କରୁଅଛକ୍ସ୍ଟ। ଆମ୍ଭେ ଯାହା କରିଅଛକ୍ସ୍ଟ, ଯଦି ତୁମ୍ଭେ ଏହା କାହା ଆଗ ରେ ପ୍ରକାଶ କର, ତବେେ ଆମ୍ଭେ ଏ ଚକ୍ସ୍ଟକ୍ତିରକ୍ସ୍ଟ ବିରତ ହବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ କରୁଅଛୁ। ଆମ୍ଭେ ଯାହା କରିଅଛୁ, ଯଦି ତୁମ୍ଭେ ଏହା କାହା ଆଗରେ ପ୍ରକାଶ କର, ତେବେ ଆମ୍ଭେ ଏ ଚୁକ୍ତିରୁ ବିରତ ହେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।