Joshua 2:21 — Compare Translations

5 translations compared side by side

Odia - 1840
"ସେ ସ୍ତ୍ରୀ ଲୋକଟି ଉତ୍ତର ଦଇେ କହିଲା, ତୁମ୍ଭେ ଯାହା କହିଲ ମୁ ଠକ୍ ସହେିପରି କରିବି। ସ୍ତ୍ରୀ ଲୋକଟି ସମାନଙ୍କେୁ ବିଦାଯ ଦଲୋ, ତା'ପରେ ସେ ଲୋକମାନେ ସ୍ଥାନ ପରିତ୍ଯାଗ କଲେ। ତା'ପରେ ସହେି ସ୍ତ୍ରୀ ଲୋକ ଜଣକ ସହେି ନାଲି ଧଡି ଫିତାଟିକକ୍ସ୍ଟ ସହେି ଝରକା ରେ ବାନ୍ଧି ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ । ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା’ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା’ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।