Joshua 2:22 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ସେ ସ୍ଥାନ ପରିତ୍ଯାଗ କରି ପର୍ବତ ରେ ପହନ୍ଚିଲେ। ସମାନେେ ସଠାେରେ ତିନିଦିନ ରହିଲେ, ରାଜାଙ୍କର ଲୋକମାନେ ସମାନଙ୍କେୁ ଗ୍ଭରିଆଡେ ଖାଜୋ ଖାଜେି କଲେ। ତିନିଦିନ ପରେ, ରାଜାଙ୍କ ଲୋକମାନେ ଖାଜେିବା ବନ୍ଦ କରି ନିଜ ସହରକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସେ ସ୍ଥାନ ପରିତ୍ୟାଗ କରି ପର୍ବତରେ ପହଞ୍ଚିଲେ। ସେମାନେ ସେଠାରେ ତିନି ଦିନ ରହିଲେ, ରାଜାଙ୍କର ଲୋକମାନେ ସେମାନଙ୍କୁ ଗ୍ଭରିଆଡ଼େ ଖୋଜା ଖୋଜି କଲେ। ତିନି ଦିନ ପରେ, ରାଜାଙ୍କ ଲୋକମାନେ ଖୋଜିବା ବନ୍ଦ କରି ନିଜ ସହରକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।