Joshua 2:23 — Compare Translations

5 translations compared side by side

Odia - 1840
"ସହେି ଦକ୍ସ୍ଟଇଜଣ ଲୋକ ପର୍ବତରକ୍ସ୍ଟ ଓହ୍ଲାଇ ନଦୀ ପାର ହାଇେ ନୂନର ପକ୍ସ୍ଟତ୍ର ଯିହାଶୂେୟଙ୍କ ନିକଟକକ୍ସ୍ଟ ଫରେି ଆସିଲେ। ଯାହା ସବୁ ଘଟିଥିଲା, ସମାନେେ ତାହା ବର୍ଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।