Joshua 2:24 — Compare Translations
5 translations compared side by side
Odia - 1840
"ସମାନେେ ଯିହାଶୂେୟଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ବାସ୍ତବ ରେ ଆମ୍ଭକକ୍ସ୍ଟ ସମସ୍ତ ଦେଶ ଦାନ କରିଛନ୍ତି। ସହେି ଦେଶ ରେ ସମସ୍ତ ଲୋକ ଆମ୍ଭକକ୍ସ୍ଟ ଭୟ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।