Joshua 2:3 — Compare Translations

5 translations compared side by side

Odia - 1840
"ତେଣୁ ଯିରୀହାରେ ରାଜା ଏହି ବାର୍ତ୍ତା ରାହବ ନିକଟକକ୍ସ୍ଟ ପଠାଇଲେ, ଯେଉଁ ଲୋକମାନେ ଆସି ତକ୍ସ୍ଟମ୍ଭ ଗୃହ ରେ ପ୍ରବେଶ କରିଛନ୍ତି, ସମାନଙ୍କେୁ ବାହାର କରି ଆଣ। ଯେ ହତେକ୍ସ୍ଟ ସମାନେେ ସମସ୍ତେ ଦେଶ ଅନକ୍ସ୍ଟସନ୍ଧାନ ରେ ଆସିଛନ୍ତି। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରୀହୋ-ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରୀହୋର ରାଜା ଏହି ବାର୍ତ୍ତା ରାହାବ ନିକଟକୁ ପଠାଇଲେ, “ଯେଉଁ ଲୋକମାନେ ଆସି ତୁମ୍ଭ ଗୃହରେ ପ୍ରବେଶ କରିଛନ୍ତି, ସେମାନଙ୍କୁ ବାହାର କରି ଆଣ। ଯେହେତୁ ସେମାନେ ସମସ୍ତେ ଦେଶ ଅନୁସନ୍ଧାନରେ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।