Joshua 2:4 — Compare Translations

5 translations compared side by side

Odia - 1840
"ଏଥି ରେ ସେ ସ୍ତ୍ରୀ ଲୋକ ସହେି ଦକ୍ସ୍ଟଇ ଜଣଙ୍କକ୍ସ୍ଟ ଲକ୍ସ୍ଟଚାଇ ରଖିଲ। କିନ୍ତୁ ସ୍ତ୍ରୀ ଲୋକଟି କହିଲା, ହିଁ, ଦକ୍ସ୍ଟଇଜଣ ଲୋକ ମାେ ପାଖକକ୍ସ୍ଟ ଆସିଥିଲେ, କିନ୍ତୁ ସମାନେେ କେଉଁଠାରକ୍ସ୍ଟ ଆସିଥିଲେ ମୁ ଜାଣି ପାରିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସେ ସ୍ତ୍ରୀଲୋକ ସେହି ଦୁଇ ଜଣଙ୍କୁ ଲୁଗ୍ଭଇ ରଖିଲା। କିନ୍ତୁ ସ୍ତ୍ରୀଲୋକଟି କହିଲା, “ହଁ, ଦୁଇ ଜଣ ଲୋକ ମୋ’ ପାଖକୁ ଆସିଥିଲେ, କିନ୍ତୁ ସେମାନେ କେଉଁଠାରୁ ଆସିଥିଲେ ମୁଁ ଜାଣି ପାରିଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।