Joshua 2:5 — Compare Translations

5 translations compared side by side

Odia - 1840
"ସଂନ୍ଧ୍ଯା ସମୟରେ ଯେତବେେଳେ ଆମ୍ଭର ଫାଟକ ବନ୍ଦ କରିବା ସମୟ ହେଲା, ସହେି ଲୋକମାନେ ଏ ସ୍ଥାନ ପରିତ୍ଯାଗ କରି ଗ୍ଭଲିଗଲେ। ମୁ ଜାଣେ ନାହିଁ ସମାନେେ କେଉଁଠାକକ୍ସ୍ଟ ଗଲେ। କିନ୍ତୁ ତୁମ୍ଭେ ଯଦି ଶିଘ୍ର ସମାନଙ୍କେୁ ଅନକ୍ସ୍ଟଧାବନ କର ତବେେ ତୁମ୍ଭେ ସମାନଙ୍କେୁ ନିଶ୍ଚଯ ଧରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ଵାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ବେଗେ ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ସମୟରେ ଯେତେବେଳେ ଆମ୍ଭର ଫାଟକ ବନ୍ଦ କରିବା ସମୟ ହେଲା, ସେହି ଲୋକମାନେ ଏ ସ୍ଥାନ ପରିତ୍ୟାଗ କରି ଗ୍ଭଲିଗଲେ। ମୁଁ ଜାଣେ ନାହିଁ ସେମାନେ କେଉଁଠାକୁ ଗଲେ। କିନ୍ତୁ ତୁମ୍ଭେ ଯଦି ଶୀଘ୍ର ସେମାନଙ୍କୁ ଅନୁଧାବନ କର, ତେବେ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଧରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।