Joshua 2:6 — Compare Translations
5 translations compared side by side
Odia - 1840
"ରାହବ ଏହି ସବୁକଥା ସମାନଙ୍କେୁ କହିଲା, କିନ୍ତୁ ବାସ୍ତବ ରେ ସେ ସମାନଙ୍କେୁ ଛାତ ଉପରେ ଛଣ କାଠଗଦା ଭିତ ରେ ଲକ୍ସ୍ଟଗ୍ଭଇ ରଖିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହାବ ଏହିସବୁ କଥା ସେମାନଙ୍କୁ କହିଲା, କିନ୍ତୁ ବାସ୍ତବରେ ସେ ସେମାନଙ୍କୁ ଛାତ ଉପରେ ଛଣ କାଠିଗଦା ଭିତରେ ଲୁଗ୍ଭଇ ରଖିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।