Joshua 2:7 — Compare Translations

5 translations compared side by side

Odia - 1840
"ତେଣୁ ସହେି ଲୋକମାନେ ଗକ୍ସ୍ଟଲ୍ଗଚର ପଛ ରେ ଗୋଡ଼ାଇ ଗୋଡ଼ାଇ ୟର୍ଦ୍ଦନ ବାଟରେ ଘାଟ ପର୍ୟ୍ଯନ୍ତ ଧାଇଁଲେ। ପକ୍ସ୍ଟଣି ଗକ୍ସ୍ଟଲ୍ଗଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ୟିବା କ୍ଷଣେ ନଗରବାସୀଗଣ ନଗରଦ୍ବାର ବନ୍ଦ କଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ଵାର ବନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଲୋକମାନେ ଗୁପ୍ତଚର ପଛରେ ଗୋଡ଼ାଇ ଗୋଡ଼ାଇ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ। ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ନଗରବାସୀଗଣ ନଗରଦ୍ୱାର ବନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।