Joshua 2:8 — Compare Translations
5 translations compared side by side
Odia - 1840
"ସମାନେେ ରାତ୍ରିଶଯନ ପାଇଁ ପ୍ରସ୍ତକ୍ସ୍ଟତ ହବୋ ସମୟରେ ରାହବ ଗକ୍ସ୍ଟଲ୍ଗଚରମାନଙ୍କ ପାଖକକ୍ସ୍ଟ ଛାତ ଉପରକକ୍ସ୍ଟ ୟାଇ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରାତ୍ରିଶୟନ ପାଇଁ ପ୍ରସ୍ତୁତ ହେବା ସମୟରେ ରାହାବ ଗୁପ୍ତଚରମାନଙ୍କ ପାଖକୁ ଛାତ ଉପରକୁ ଯାଇ କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
Odia IRV 2017 (ଓଡିଆ ବାଇବେଲ)
ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,