Joshua 2:9 — Compare Translations
5 translations compared side by side
Odia - 1840
"ମୁ ଜାଣେ, ସଦାପ୍ରଭୁ ଏହି ଦେଶକକ୍ସ୍ଟ ତକ୍ସ୍ଟମ୍ଭ ଲୋକମାନଙ୍କୁ ଦଇେଛନ୍ତି ଏବଂ ତୁମ୍ଭମାନେେ ଆମ୍ଭଙ୍କକ୍ସ୍ଟ ଭୟ ଜନ୍ମାଉଅଛ, ଏହି ସକାେଶ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।