Joshua 20:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
Odia Bible ERV 2004 (ପବିତ୍ର ବାଇବଲ)
ନଗରଗୁଡ଼ିକର ନିରାପତ୍ତା ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ;