Joshua 20:2 — Compare Translations
5 translations compared side by side
Odia - 1840
"ମୁ ମାଶାଙ୍କେ ଦ୍ବାରା ତୁମ୍ଭକୁ ନିର୍ଦ୍ଦେଶ ଦଇେଥିଲି। ମାଶାେ ତୁମ୍ଭକୁ କହିଥିଲେ, ତୁମ୍ଭମାନେେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ମୋଶାଙ୍କ ଦ୍ୱାରା ତୁମ୍ଭକୁ ନିର୍ଦ୍ଦେଶ ଦେଇଥିଲି। ମୋଶା ତୁମ୍ଭକୁ କହିଥିଲେ, ତୁମ୍ଭେମାନେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।