Joshua 20:3 — Compare Translations
5 translations compared side by side
Odia - 1840
"ଯଦି କୌଣସି ନରହତ୍ଯାକାରୀ ଭୂଲ୍ ରେ ଓ ଅଜ୍ଞାତସାର ରେ କାହାକକ୍ସ୍ଟ ବଧ କରେ ସେ ସହେି ନିରାପଦ ସହରକକ୍ସ୍ଟ ପଳାଇ ୟାଇପା ରେ। ତେଣୁ ସହେିସବୁ ନଗର ରକ୍ତର ପ୍ରତିହନ୍ତାଠାରକ୍ସ୍ଟ ତୁମ୍ଭମାନଙ୍କ ପ୍ରତି ଆଶ୍ରଯ ନଗର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ନରହତ୍ୟାକାରୀ ଭୁଲରେ ଓ ଅଜ୍ଞାତସାରରେ କାହାକୁ ବଧ କରେ ସେ ସେହି ନିରାପଦ ସହରକୁ ପଳାଇ ଯାଇପାରେ। ତେଣୁ ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।