Joshua 20:6 — Compare Translations
5 translations compared side by side
Odia - 1840
"ସହେି ଲୋକଟି ସଠାେରେ ସହେି ପର୍ୟ୍ଯନ୍ତ ରହିବ ଯେପର୍ୟ୍ଯନ୍ତ ସେ ବିଗ୍ଭରକ ମଣ୍ତଳ ସାକ୍ଷାତ ରେ ଠିଆ ହାଇେଥିବେ। ପକ୍ସ୍ଟଣି ସହେି ସମୟରେ ମହାୟାଜକର ମୃତକ୍ସ୍ଟ୍ଯ ହବୋୟାଏ, ସେ ସହେି ନଗର ରେ ବାସ କରିବ। ଏହାପରେ ସହେି ନରହତ୍ଯାକାରୀ ଯେଉଁ ନଗରରକ୍ସ୍ଟ ପଳାଯନ କରିଥିଲା, ନିଜର ସହେି ନଗରକକ୍ସ୍ଟ ଓ ନିଜ ଗୃହକକ୍ସ୍ଟ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ତଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକଟି ସେଠାରେ ସେହି ପର୍ଯ୍ୟନ୍ତ ରହିବ ଯେପର୍ଯ୍ୟନ୍ତ ସେ ବିଗ୍ଭରକ ମଣ୍ଡଳୀ ସାକ୍ଷାତରେ ଠିଆ ହୋଇଥିବେ। ପୁଣି ସେହି ସମୟରେ ମହାଯାଜକର ମୃତ୍ୟୁ ହେବାଯାଏ, ସେ ସେହି ନଗରରେ ବାସ କରିବ। ଏହା ପରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ନିଜର ସେହି ନଗରକୁ ଓ ନିଜ ଗୃହକୁ ଫେରିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
Odia IRV 2017 (ଓଡିଆ ବାଇବେଲ)
ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।