Joshua 20:7 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ⇧ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।