Joshua 20:8 — Compare Translations
5 translations compared side by side
Odia - 1840
"ଏହାପରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ-ପୂର୍ବପାରି ରେ ରକ୍ସ୍ଟବନ୍େ ବଂଶର ସମଭୂମି ପ୍ରାନ୍ତର ରେ ବେତ୍ସର ଓ ଗଦ୍ବଂଶର ଗିଲିଯଦ ରେ ରାମାେତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲିୟଦରେ ରାମୋତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।