Joshua 21:1 — Compare Translations
5 translations compared side by side
Odia - 1840
"ଏହାପରେ ଲବେୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିଯାସର ଯାଜକ ଓ ନୂନର ପକ୍ସ୍ଟତ୍ର ଯିହାଶୂେୟ ଓ ଇଶ୍ରାୟେଲ ସନ୍ତାନମାନଙ୍କ ବଂଶ ସମକ୍ସ୍ଟହର ପିତୃ ଗୃହର ପ୍ରଧାନମାନଙ୍କ ନିକଟକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶ-ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଏବଂ ଯାଜକମାନଙ୍କ ପାଇଁ ସହର ଏହା ପରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶ ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;