Joshua 21:10 — Compare Translations
5 translations compared side by side
Odia - 1840
"ପ୍ରଥମ ପସନ୍ଦ ସହର ଭିତ ରେ ଲବେୀୟମାନଙ୍କୁ ଦିଆଗଲା କହାତର ବଂଶୀଯମାନଙ୍କର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ପସନ୍ଦ ସହର ଭିତରେ ଲେବୀୟମାନଙ୍କୁ ଦିଆଗଲା କହାତର ବଂଶୀୟମାନଙ୍କର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।