Joshua 21:11 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସମାନେେ ସମାନଙ୍କେୁ ୟିହକ୍ସ୍ଟଦାର ପର୍ବତମଯ ଦେଶ ରେ କିରିଯଥ୍ ଅର୍ବ ଓ ତହିଁ ଚତର୍କ୍ସ୍ଟଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମ ରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନକ୍ସ୍ଟସା ରେ ଏହା ସ୍ଥାନର ନାମ ଅର୍ବ ରଖାୟାଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରିୟଥ୍ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନୁସାରେ ଏହି ସ୍ଥାନର ନାମ ଅର୍ବ ରଖାଯାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।