Joshua 21:12 — Compare Translations
5 translations compared side by side
Odia - 1840
"ସହେି ନଗରର ଖୋଲା କ୍ଷେତ୍ର ଓ ତାହାର ଗ୍ରାମମାନ ସମାନେେ ୟିଫକ୍ସ୍ଟନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ଅଧିକାର କରିବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରର ଖୋଲା କ୍ଷେତ୍ର ଓ ତାହାର ଗ୍ରାମମାନ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍କୁ ଅଧିକାର କରିବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।