Joshua 21:13 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ହାରୋଣଙ୍କର ଭବିଷ୍ଯଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସମାନେେ ମଧ୍ଯ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲିବ୍ନା ସହର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ହାରୋଣଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସେମାନେ ମଧ୍ୟ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲି‌‌ବ୍‌‌ନା ସହର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,
Odia IRV 2017 (ଓଡିଆ ବାଇବେଲ)
ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,