Joshua 21:16 — Compare Translations
5 translations compared side by side
Odia - 1840
"ଐନ୍ ଓ ତହିଁର ତଳଭୂମି ୟକ୍ସ୍ଟଟା ଓ ତହିଁର ତଳଭୂମି ବୈଥଶମେଶ୍ ଓ ତା'ର ତଳଭୂମି ସହେି ଦକ୍ସ୍ଟଇ ବଂଶରକ୍ସ୍ଟ ଏହିପରି ନଅଟି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବୈଥ୍ଶେମଶ୍ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଐନ୍ ଓ ତହିଁର ତଳଭୂମି, ଯୁଟା ଓ ତହିଁର ତଳଭୂମି, ବୈଥ୍ଶେମଶ୍ ଓ ତା’ର ତଳଭୂମି ସେହି ଦୁଇ ବଂଶରୁ ଏହିପରି ନଅ ଗୋଟି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।