Joshua 21:19 — Compare Translations

5 translations compared side by side

Odia - 1840
"ହାରୋଣର ସନ୍ତାନ ଯାଜକମାନଙ୍କର ସର୍ବସକ୍ସ୍ଟଦ୍ଧା ତଳଭୂମି ସମତେ ତରଟେି ନଗର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳଭୂମି ସମେତ ତେରଟି ନଗର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
Odia IRV 2017 (ଓଡିଆ ବାଇବେଲ)
ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।