Joshua 21:20 — Compare Translations

5 translations compared side by side

Odia - 1840
"କହାତର ଅବଶିଷ୍ଟ ସନ୍ତାନଗଣ ଯେଉଁମାନେ କି କହାତ ସନ୍ତାନ ଲବେୀୟମାନଙ୍କ ବଂଶ ସମୂହ ଇଫ୍ରଯିମ ବଂଶରକ୍ସ୍ଟ ସମାନଙ୍କେର ନିଜର ନଗର ବାଣ୍ଟି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କହାତର ଅବଶିଷ୍ଟ ସନ୍ତାନଗଣ ଯେଉଁମାନେ କି କହାତ ସନ୍ତାନ ଲେବୀୟମାନଙ୍କ ବଂଶ ସମୂହ ଇଫ୍ରୟିମ ବଂଶରୁ ସେମାନଙ୍କର ନିଜର ନଗର ବାଣ୍ଟି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।