Joshua 21:22 — Compare Translations
5 translations compared side by side
Odia - 1840
"କିବସଯିମ୍ ଓ ତା'ର ତଳଭୂମି ବୈଥହାରଣେ ଓ ତା'ର ତଳଭୂମି ଏହିପରି ସମାନଙ୍କେ ଗ୍ଭରିଟି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିବ୍ସୟିମ୍ ଓ ତହିଁ ତଳିଭୂମି, ବୈଥ୍ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିବ୍ସୟିମ୍ ଓ ତା’ର ତଳଭୂମି, ବୈଥ୍ହୋରଣ ଓ ତା’ର ତଳଭୂମି ଏହିପରି ସେମାନଙ୍କ ଗ୍ଭରିଟି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।