Joshua 21:24 — Compare Translations

5 translations compared side by side

Odia - 1840
"ଆଯାଲୋନ ଓ ତା'ର ତଳଭୂମି, ଗାଥରିେମ୍ମାନ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅୟାଲୋନ ଓ ତା’ର ତଳଭୂମି, ଗାଥ୍‌ରିମ୍ମୋନ ଓ ତା’ର ତଳଭୂମି ଏହିପରି ଭାବରେ ଗ୍ଭରି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।