Joshua 21:25 — Compare Translations

5 translations compared side by side

Odia - 1840
"ମନଃଶିର ଅର୍ଦ୍ଧ ବଂଶରକ୍ସ୍ଟ ତାନକ୍ ଓ ତା'ର ତଳଭୂମି, ଗାଥରିମ୍ମାେନ୍ ଓ ତା'ର ତଳଭୂମି ଏହିପରି ଦକ୍ସ୍ଟଇଟି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତା’ର ତଳଭୂମି, ଗାଥ୍‌ରିମ୍ମୋନ ଓ ତା’ର ତଳଭୂମି ଏହିପରି ଦୁଇଟି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।