Joshua 21:26 — Compare Translations
5 translations compared side by side
Odia - 1840
"କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସକ୍ସ୍ଟଧା ତଳଭୂମି ସମତେ ଦଶଟି ନଗର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳଭୂମି ସମେତ ଦଶ ଗୋଟି ନଗର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
Odia IRV 2017 (ଓଡିଆ ବାଇବେଲ)
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।