Joshua 21:29 — Compare Translations

5 translations compared side by side

Odia - 1840
"ୟମୂର୍ତ୍ ଓ ତା'ର ତଳଭୂମି ଐନ-ଗନ୍ନିମ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରିଟି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯର୍ମୂତ୍ ଓ ତହିଁ ତଳିଭୂମି, ଐନ-ଗନ୍ନିମ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ମୂତ୍ ଓ ତା’ର ତଳଭୂମି ଐନ-ଗନ୍ନିମ ଓ ତା’ର ତଳଭୂମି ଏହିପରି ଭାବରେ ଗ୍ଭରିଟି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯର୍ମୂତ୍‍ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।