Joshua 21:3 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ଯକକ୍ସ୍ଟ ସମ୍ମାନ ଦେଲେ ଓ ମାନି ନେଲେ। ସମାନେେ ଲବେୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶକ୍ସ୍ଟ ଚରିବା ପାଇଁ ନିଜର ଅଧିକାର ମଧ୍ଯରକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ୟକୁ ସମ୍ମାନ ଦେଲେ ଓ ମାନି ନେଲେ। ସେମାନେ ଲେବୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶୁ ଚରିବା ପାଇଁ ନିଜର ଅଧିକାର ମଧ୍ୟରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।