Joshua 21:30 — Compare Translations

5 translations compared side by side

Odia - 1840
"ଏବଂ ଆଶରେ ବଂଶରକ୍ସ୍ଟ ମିଶାଲ୍ ଓ ତା'ର ତଳଭୂମି, ଅବଦୋନ୍ ଓ ତା'ର ତଳଭୂମି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆଶେର ବଂଶରୁ ମିଶାଲ୍ ଓ ତା’ର ତଳଭୂମି, ଅ‌‌ବ୍‌‌ଦୋନ୍ ଓ ତା’ର ତଳଭୂମି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
Odia IRV 2017 (ଓଡିଆ ବାଇବେଲ)
ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,