Joshua 21:32 — Compare Translations

5 translations compared side by side

Odia - 1840
"ନଲ୍ଗାଲି ବଂଶରକ୍ସ୍ଟ ଗାଲିଲି ଅନ୍ତର୍ଗତ ନରହତ୍ଯାକାରୀର ଆଶ୍ରଯ ନଗର କଦେଶ ଓ ତା'ର ତଳଭୂମି, ହମାେତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସହେି ତିନୋଟି ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା’ର ତଳଭୂମି, ହମୋତ୍-ଦୋର ଓ ତା’ର ତଳଭୂମି, କର୍ତ୍ତନ ଓ ତା’ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।