Joshua 21:33 — Compare Translations
5 translations compared side by side
Odia - 1840
"ନିଜ ନିଜ ବଂଶାନକ୍ସ୍ଟସା ରେ ଗେର୍ଶୋନୀଯ ଲୋକମାନେ ସର୍ବସକ୍ସ୍ଟଦ୍ଧା ତଳଭୂମି ସମତେ ତରଟେି ନଗର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିଜ ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳଭୂମି ସମେତ ତେରଟି ନଗର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।