Joshua 21:34 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ମରାରି ସନ୍ତାନଗଣର ପରିବାରବର୍ଗନକ୍ସ୍ଟସା ରେ ଅବଶିଷ୍ଟ ଲବେୀୟ ଗୋଷ୍ଠୀଙ୍କକ୍ସ୍ଟ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ମରାରି ସନ୍ତାନଗଣର ପରିବାରବର୍ଗନୁସାରେ ଅବଶିଷ୍ଟ ଲେବୀୟ ଗୋଷ୍ଠୀଙ୍କୁ, ସବୂଲୂନ ବଂଶରୁ ଯଗ୍ନିୟାମ୍ ଓ ତା’ର ତଳଭୂମି କାର୍ତ୍ତା ଓ ତା’ର ତଳଭୂମି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
Odia IRV 2017 (ଓଡିଆ ବାଇବେଲ)