Joshua 21:35 — Compare Translations
5 translations compared side by side
Odia - 1840
"ଦିମ୍ନା ନହଲୋଲ୍ ଓ ସବୂଲୂନର ସମସ୍ତ ପରିବାରବର୍ଗ ସମାନଙ୍କେୁ ଗ୍ଭ ରୋଟି ସହର ଓ କ୍ଷେତ୍ର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିମ୍ନା ନହଲୋଲ୍ ଓ ସବୂଲୂନର ସମସ୍ତ ପରିବାରବର୍ଗ ସେମାନଙ୍କୁ ଗ୍ଭରୋଟି ସହର ଓ କ୍ଷେତ୍ର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।