Joshua 21:38 — Compare Translations
5 translations compared side by side
Odia - 1840
"ଗାଦ ପରିବାରବର୍ଗ ସମାନଙ୍କେୁ ଗିଲିଯଦ ଅନ୍ତର୍ଗତ ରାମାେତ୍, ନିରାପଦ ନଗରୀ ଓ ତା' ପାଶର୍ବବର୍ତ୍ତୀ କ୍ଷେତ୍ର ଏବଂ ମହନୀଯ ଓ ତା'ର ପାଶର୍ବବର୍ତ୍ତୀ କ୍ଷେତ୍ର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ୍ ଓ ତହିଁ ତଳିଭୂମି,
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ପରିବାରବର୍ଗ ସେମାନଙ୍କୁ ଗିଲିୟଦ ଅନ୍ତର୍ଗତ ରାମୋତ୍, ନିରାପଦ ନଗରୀ ଓ ତା’ ପାର୍ଶ୍ୱବର୍ତ୍ତୀ କ୍ଷେତ୍ର ଏବଂ ମହନୀୟିମ୍ ଓ ତା’ର ପାର୍ଶ୍ୱବର୍ତ୍ତୀ କ୍ଷେତ୍ର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,