Joshua 21:39 — Compare Translations
5 translations compared side by side
Odia - 1840
"ହିଷବୋନ୍, ୟା ସରେ ଓ ତା'ର ତଳଭୂମି, ଏହିପରି ଭାବରେ ଗ୍ଭରିଟି ନଗର ଓ ତଳଭୂମି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଷବୋନ୍ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଷ୍ବୋନ୍, ଯାସେର ଓ ତା’ର ତଳଭୂମି, ଏହିପରି ଭାବରେ ଗ୍ଭରିଟି ନଗର ଓ ତଳଭୂମି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।