Joshua 21:4 — Compare Translations

5 translations compared side by side

Odia - 1840
"କାହାତୀଯ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲବେୀୟମାନଙ୍କ ମଧ୍ଯରକ୍ସ୍ଟ ହାରୋଣ ଯାଜକର ସନ୍ତାନଗଣ ୟିହକ୍ସ୍ଟଦା ବଂଶରକ୍ସ୍ଟ, ଶିମିୟୋନ ବଂଶରକ୍ସ୍ଟ ଓ ବିନ୍ଯାମୀନ ବଂଶରକ୍ସ୍ଟ ତରଟେି ନଗର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କହାତୀୟ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଯିହୁଦା ବଂଶରୁ, ଶିମିୟୋନ ବଂଶରୁ ଓ ବିନ୍ୟାମୀନ ବଂଶରୁ ତେରଟି ନଗର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।