Joshua 21:40 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଲବେୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନକ୍ସ୍ଟସା ରେ ସମାନେେ ବାରଟି ନଗର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନୁସାରେ ସେମାନେ ବାରଟି ନଗର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।