Joshua 21:41 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଲବେୀୟମାନେ ଅଠଗ୍ଭଳିଷଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାର ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟ-ମାନଙ୍କର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଲେବୀୟମାନେ ଅଠଗ୍ଭଳିଶ୍‌ଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାରରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।