Joshua 21:42 — Compare Translations

5 translations compared side by side

Odia - 1840
"ଏହି ପ୍ରେତ୍ୟକକ ସହର ସହିତ ତା'ର ଚତକ୍ସ୍ଟଃପାଶର୍‌ବ ରେ ତଳଭୂମି ଥିଲା। ଏହା ସମସ୍ତ ପଶକ୍ସ୍ଟମାନଙ୍କ ପାଇଁ କ୍ଷତେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରତ୍ୟେକ ସହର ସହିତ ତା’ର ଚତୁର୍ପାର୍ଶ୍ୱରେ ତଳଭୂମି ଥିଲା। ଏହା ସମସ୍ତ ପଶୁମାନଙ୍କ ପାଇଁ କ୍ଷେତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।