Joshua 21:43 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ସଦାପ୍ରଭୁ ଯେଉଁ ପ୍ରତିଜ୍ଞା କରିଥିଲେ ଇଶ୍ରାୟେଲୀୟବାସୀଙ୍କ ସମ୍ମକ୍ସ୍ଟଖ ରେ ତାକକ୍ସ୍ଟ ପକ୍ସ୍ଟରଣ କଲେ। ସେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଥିବା ଜାଗା ସମାନଙ୍କେୁ ଦେଲେ। ଲୋକମାନେ ସେ ଜମିକକ୍ସ୍ଟ ନିଜ ଅଧିକାରକକ୍ସ୍ଟ ନେଲେ ଓ ସଠାେରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସଦାପ୍ରଭୁ ଯେଉଁ ପ୍ରତିଜ୍ଞା କରିଥିଲେ ଇସ୍ରାଏଲୀୟବାସୀଙ୍କ ସମ୍ମୁଖରେ ତାକୁ ପୁରଣ କଲେ। ସେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଥିବା ଜାଗା ସେମାନଙ୍କୁ ଦେଲେ। ଲୋକମାନେ ସେ ଜମିକୁ ନିଜ ଅଧିକାରକୁ ନେଲେ ଓ ସେଠାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।