Joshua 21:44 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେ ପୂର୍ବପୁରୁଷଗଣଙ୍କ ନକଟ ରେ କରିଥିବା ତାଙ୍କର ସମସ୍ତ ଶପଥ ଅନକ୍ସ୍ଟସା ରେ ଗ୍ଭରିଆଡେ ସମାନଙ୍କେୁ ବିଶ୍ରାମ ଦେଲେ। ପକ୍ସ୍ଟଣି ସମାନଙ୍କେ ଶତୃମାନଙ୍କ ମଧ୍ଯରକ୍ସ୍ଟ କହେି ସମାନଙ୍କେର ଆଗ ରେ ଠିଆ ହାଇେ ପାରିଲେ ନାହିଁ। ସଦାପ୍ରଭୁ ସମାନଙ୍କେର ସମସ୍ତ ଶତୃଙ୍କକ୍ସ୍ଟ ସମାନଙ୍କେ ହସ୍ତ ରେ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ କରିଥିବା ତାଙ୍କର ସମସ୍ତ ଶପଥ ଅନୁସାରେ ଗ୍ଭରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ। ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କର ଆଗରେ ଠିଆ ହୋଇ ପାରିଲେ ନାହିଁ। ସଦାପ୍ରଭୁ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)