Joshua 21:45 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲ ବଂଶକକ୍ସ୍ଟ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ଯରକ୍ସ୍ଟ ଗୋଟିଏ ହେଲ କଥା ବିଫଳ ହେଲାନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ୟରୁ ଗୋଟିଏ ହେଲେ କଥା ବିଫଳ ହେଲା ନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।